ଯାତ୍ରା ପୁସ୍ତକ 34:35 - ପବିତ୍ର ବାଇବଲ35 ଲୋକମାନେ ଦେଖି ପାରିଲେ ଯେ ମୋଶାଙ୍କର ମୁଖ ଉଜ୍ଜ୍ୱଳ ଦିଶୁଛି। ତେଣୁ ମୋଶା ତାଙ୍କର ମୁହଁରେ ଆବରଣ ଦେଲେ। ମୋଶା ସଦାପ୍ରଭୁଙ୍କ ସହିତ ପୁନରାୟ କଥା ହେବା ପର୍ଯ୍ୟନ୍ତ ତାଙ୍କର ମୁହଁ ଆବରଣ କରି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହିଁରେ ମୋଶାଙ୍କର ମୁଖଚର୍ମ ଉଜ୍ଜ୍ଵଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ। Viz kapitolaଓଡିଆ ବାଇବେଲ35 ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ। Viz kapitola |