ଯାତ୍ରା ପୁସ୍ତକ 34:4 - ପବିତ୍ର ବାଇବଲ4 ତହୁଁ ମୋଶା ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତା’ ପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନୟ ପର୍ବତ ଉପରକୁ ଗଲେ ଏବଂ ସେହି ପ୍ରସ୍ତର ଫଳକକୁ ନିଜ ସହିତ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତରପଟା ହସ୍ତରେ ନେଲେ। Viz kapitolaଓଡିଆ ବାଇବେଲ4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ। Viz kapitola |