ଯାତ୍ରା ପୁସ୍ତକ 34:5 - ପବିତ୍ର ବାଇବଲ5 ସଦାପ୍ରଭୁ ମେଘରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସେଠାରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁ ତାଙ୍କର ନାମ ଯିହୋବାଃ ବୋଲି ଘୋଷଣା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ। Viz kapitolaଓଡିଆ ବାଇବେଲ5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ “ସଦାପ୍ରଭୁଙ୍କ” ନାମ ଘୋଷଣା କଲେ। Viz kapitola |