ଯାତ୍ରା ପୁସ୍ତକ 34:6 - ପବିତ୍ର ବାଇବଲ6 ସଦାପ୍ରଭୁ ମୋଶାଙ୍କ ସମ୍ମୁଖକୁ ଆସି ଏହା ଘୋଷଣା କଲେ। “ଯିହୋବାଃ, ଯିହୋବାଃ ଦୟାଶୀଳ ପରମେଶ୍ୱର, ସେ କ୍ରୋଧରେ ଧିର। ସେ ଦୟାଳୁ ଓ ସତ୍ୟତାରେ ପରିପୂର୍ଣ୍ଣ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ଵର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ; Viz kapitolaଓଡିଆ ବାଇବେଲ6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ; Viz kapitola |