ଯାତ୍ରା ପୁସ୍ତକ 35:15 - ପବିତ୍ର ବାଇବଲ15 ଧୂପବେଦି, ତାରସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧିଧୂପ, ପବିତ୍ର ତମ୍ବୁ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ଧୂପବେଦି ଓ ତହିଁର ସାଙ୍ଗୀ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ଓ ଆବାସ-ପ୍ରବେଶଦ୍ଵାରର ଆଚ୍ଛାଦନବସ୍ତ୍ର, Viz kapitolaଓଡିଆ ବାଇବେଲ15 ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର, Viz kapitola |