ଯାତ୍ରା ପୁସ୍ତକ 35:19 - ପବିତ୍ର ବାଇବଲ19 ପବିତ୍ର ସ୍ଥାନର ସେବା ନିମନ୍ତେ ସୁଶୋଭିତ ବୁଣା ବସ୍ତ୍ର, ଏହିସବୁ ବିଶେଷ ବସ୍ତ୍ରଗୁଡ଼ିକ ଯାଜକ ହାରୋଣଙ୍କ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତେବେଳେ ସେମାନେ ଯାଜକ ରୂପେ ସେବା କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକକର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ। Viz kapitolaଓଡିଆ ବାଇବେଲ19 ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।” Viz kapitola |