ଯାତ୍ରା ପୁସ୍ତକ 35:22 - ପବିତ୍ର ବାଇବଲ22 ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଶିରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀୟ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ଵଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି ଓ କୁଣ୍ତଳ ଓ ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ଵର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵର୍ଣ୍ଣର ଉପହାର ଉତ୍ସର୍ଗ କଲେ। Viz kapitolaଓଡିଆ ବାଇବେଲ22 ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ। Viz kapitola |