Online Bible

- Reklamy -




ଯାତ୍ରା ପୁସ୍ତକ 35:23 - ପବିତ୍ର ବାଇବଲ

23 ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଥିଲା, ସେମାନେ ତାହା ଆଣିଲେ। ସେମାନେ ମଧ୍ୟ ଛାଗ ଲୋମ, ଲାଲ ରଙ୍ଗରେ ରଂଜିତ ମେଷଚର୍ମ ଏବଂ ସୂକ୍ଷ୍ମ ଚମଡ଼ା ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମ ସୂତ୍ର ଓ ଛାଗ ଲୋମ ଓ ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମ ସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।

Viz kapitola kopírovat




ଯାତ୍ରା ପୁସ୍ତକ 35:23

Následuj nás:

Reklamy


Reklamy