ଯାତ୍ରା ପୁସ୍ତକ 35:24 - ପବିତ୍ର ବାଇବଲ24 ପୁଣି ଯିଏ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା। ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଠ ଥିଲା, ସେ ତାହା ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା। Viz kapitolaଓଡିଆ ବାଇବେଲ24 ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା। Viz kapitola |