ଯାତ୍ରା ପୁସ୍ତକ 35:35 - ପବିତ୍ର ବାଇବଲ35 ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କଲେ। Viz kapitolaଓଡିଆ ବାଇବେଲ35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।” Viz kapitola |