ଯାତ୍ରା ପୁସ୍ତକ 36:20 - ପବିତ୍ର ବାଇବଲ20 ଏହା ପରେ ଶିଳ୍ପୀମାନେ ଶିଟୀମ୍ କାଠରେ ପବିତ୍ର ତମ୍ବୁ ନିମିତ୍ତ ଠିଆ ପଟା ତିଆରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ। Viz kapitola |