ଯାତ୍ରା ପୁସ୍ତକ 36:22 - ପବିତ୍ର ବାଇବଲ22 ପ୍ରତ୍ୟେକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସେମାନେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। Viz kapitola |