ଯାତ୍ରା ପୁସ୍ତକ 36:24 - ପବିତ୍ର ବାଇବଲ24 ଏହା ପରେ ସେମାନେ ଗ୍ଭଳିଶ୍ଟି ରୂପାର ଆଧାର ତିଆରି କଲେ, ତକ୍ତାର ତଳେ ଦେବା ପାଇଁ। ପ୍ରତ୍ୟେକ ତକ୍ତା ପାଇଁ ସେମାନେ ଦୁଇଟି କରି ଆଧାର ପ୍ରସ୍ତୁତ କଲେ। ତକ୍ତାର ପ୍ରତ୍ୟେକ ପାଖ ଗୋଟିଏ ଆଧାର ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ। Viz kapitolaଓଡିଆ ବାଇବେଲ24 ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ। Viz kapitola |