ଯାତ୍ରା ପୁସ୍ତକ 36:25 - ପବିତ୍ର ବାଇବଲ25 ସେମାନେ ଉତ୍ତରପଟ ପାଇଁ କୋଡ଼ିଏଟି ପଟା ତିଆରି କଲେ, ସେହି ପବିତ୍ର ତମ୍ବୁ ପାଇଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ। Viz kapitolaଓଡିଆ ବାଇବେଲ25 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ। Viz kapitola |