ଯାତ୍ରା ପୁସ୍ତକ 36:31 - ପବିତ୍ର ବାଇବଲ31 ଏହା ପରେ ଶିଳ୍ପୀମାନେ ପବିତ୍ର ତମ୍ବୁ ପାଇଁ ଶିଟୀମ୍ କାଠରେ ଅର୍ଗଳ ପ୍ରସ୍ତୁତ କଲେ। ସେମାନେ ପବିତ୍ର ତମ୍ବୁର ଗୋଟିଏ ପାର୍ଶ୍ୱରେ ପାଞ୍ଚୋଟି ଅର୍ଗଳ ତିଆରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ Viz kapitolaଓଡିଆ ବାଇବେଲ31 ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ Viz kapitola |