Online Bible

- Reklamy -




ଯାତ୍ରା ପୁସ୍ତକ 36:32 - ପବିତ୍ର ବାଇବଲ

32 ପାଞ୍ଚୋଟି ଅର୍ଗଳ ଅନ୍ୟ ପାର୍ଶ୍ୱ ପାଇଁ ତିଆରି କଲେ ଏବଂ ପବିତ୍ର ତମ୍ବୁର ପଛ ପାଖ ପାଇଁ ଅର୍ଥାତ୍ ପଶ୍ଚିମ ଦିଗ ପାଇଁ ପାଞ୍ଚୋଟି ଅର୍ଗଳ ତିଆରି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଓ ଅନ୍ୟ ପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

32 ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।

Viz kapitola kopírovat




ଯାତ୍ରା ପୁସ୍ତକ 36:32

Následuj nás:

Reklamy


Reklamy