ଯାତ୍ରା ପୁସ୍ତକ 36:34 - ପବିତ୍ର ବାଇବଲ34 ଆଉ ସେମାନେ ସେହିସବୁ ପଟା ସୁବର୍ଣ୍ଣ ଦ୍ୱାରା ମଡ଼ାଇଲେ। ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ। ଅର୍ଗଳସବୁ ସୁନାରେ ମଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaଓଡିଆ ବାଇବେଲ34 ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ। Viz kapitola |