Online Bible

- Reklamy -




ଯାତ୍ରା ପୁସ୍ତକ 36:35 - ପବିତ୍ର ବାଇବଲ

35 ଏହା ପରେ ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳାଶୁଭ୍ର ମହାପବିତ୍ର ଓ କିରୂବ ଦୂତଗଣ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଅନନ୍ତର ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat

ଓଡିଆ ବାଇବେଲ

35 ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 36:35

Následuj nás:

Reklamy


Reklamy