Online Bible

- Reklamy -




ଯାତ୍ରା ପୁସ୍ତକ 36:37 - ପବିତ୍ର ବାଇବଲ

37 ସେମାନେ ତମ୍ବୁ ପ୍ରବେଶ ଦ୍ୱାର ନିମନ୍ତେ ନୀଳ, ଧୂମ୍ର ସିନ୍ଦୁରବର୍ଣ୍ଣ ଓ କ୍ଷୋମସୂତ୍ର ନିର୍ମିତ ଏକ ପରଦା ବୁଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ସେ ତମ୍ଵୁଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat

ଓଡିଆ ବାଇବେଲ

37 ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 36:37

Následuj nás:

Reklamy


Reklamy