ଯାତ୍ରା ପୁସ୍ତକ 36:38 - ପବିତ୍ର ବାଇବଲ38 ତାହାର ପାଞ୍ଚୋଟି ସ୍ତମ୍ଭ ଏବଂ ସେସବୁର ଆଙ୍କଡ଼ା ତିଆରି କଲେ ଏବଂ ସେ ସବୁର ମୁଣ୍ଡାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ। ମାତ୍ର ସେମାନଙ୍କର ପାଞ୍ଚୋଟି ଚୁଙ୍ଗୀ ପିତ୍ତଳର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କଡ଼ା କଲେ; ପୁଣି ସେହିସବୁର ମୁଣ୍ତାଳି ଓ ଛୁଞ୍ଚିଆ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା। Viz kapitolaଓଡିଆ ବାଇବେଲ38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା। Viz kapitola |