ଯାତ୍ରା ପୁସ୍ତକ 36:5 - ପବିତ୍ର ବାଇବଲ5 “ଲୋକମାନେ ଯଥେଷ୍ଟ ଆଣୁଛନ୍ତି। ସଦାପ୍ରଭୁଙ୍କର ଆଜ୍ଞା କର୍ମ କରିବା ପାଇଁ ଯାହା ଦରକାର ତାହାଠାରୁ ଲୋକେ ଯଥେଷ୍ଟ ଆଣୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ ଯାହା ଯାହା ରଚନା କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି। Viz kapitolaଓଡିଆ ବାଇବେଲ5 “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।” Viz kapitola |