Online Bible

- Reklamy -

ଯାତ୍ରା ପୁସ୍ତକ 36:6 - ପବିତ୍ର ବାଇବଲ

6 ଏହା ପରେ ମୋଶା ଏହି ସମ୍ବାଦ ଛାଉଣି ମଧ୍ୟରେ ପ୍ରଗ୍ଭର କଲେ, “ପୁରୁଷ କିମ୍ବା ସ୍ତ୍ରୀ ଆଉ କୌଣସି ଉପହାର ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ପାଇଁ ଆଣନ୍ତୁ ନାହିଁ।” ତେଣୁ ଲୋକମାନେ ବାଧ୍ୟ ହେଲେ ଆଉ ଉପହାର ନ ଦେବା ପାଇଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।

Viz kapitola kopírovat

ଯାତ୍ରା ପୁସ୍ତକ 36:6

Následuj nás:

Reklamy

Reklamy