ଯାତ୍ରା ପୁସ୍ତକ 37:1 - ପବିତ୍ର ବାଇବଲ1 ବତ୍ସଲେଲ ଶିଟୀମ୍ କାଠରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢ଼େଇ ହାତ, ଦେଢ଼ ହାତ ଚଉଡ଼ା ଏବଂ ଦେଢ଼ ହାତ ଉଚ୍ଚ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ ଯାତ୍ରା. ୨୫:୧୦-୨୦ Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ Viz kapitola |