ଯାତ୍ରା ପୁସ୍ତକ 37:17 - ପବିତ୍ର ବାଇବଲ17 ଏହା ପରେ ସେ ଶୁଦ୍ଧ ସୁବର୍ଣ୍ଣରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୁଖାରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡ଼ା, କଢ଼ିମାନ ତିଆରି କଲେ। ସେ ଏହି ଜିନିଷଗୁଡ଼ିକୁ ଏକାଠି ଯୋଡ଼ି ଗୋଟିଏ ଜିନିଷ ତିଆରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। Viz kapitolaଓଡିଆ ବାଇବେଲ17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। Viz kapitola |