Online Bible

- Reklamy -




ଯାତ୍ରା ପୁସ୍ତକ 37:18 - ପବିତ୍ର ବାଇବଲ

18 ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଏବଂ ଅନ୍ୟ ପାର୍ଶ୍ୱରୁ ତିନି ଶାଖା ଏହିପରି ଛଅଟି ଶାଖା ସେହି ଦୀପବୃକ୍ଷରୁ ବାହାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେହି ଦୀପବୃକ୍ଷର ଏକ ପାର୍ଶ୍ଵରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ଵରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ଵରୁ ନିର୍ଗତ ହେଲା।

Viz kapitola kopírovat

ଓଡିଆ ବାଇବେଲ

18 ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।

Viz kapitola kopírovat




ଯାତ୍ରା ପୁସ୍ତକ 37:18

Následuj nás:

Reklamy


Reklamy