Online Bible

- Reklamy -




ଯାତ୍ରା ପୁସ୍ତକ 37:19 - ପବିତ୍ର ବାଇବଲ

19 ପ୍ରତ୍ୟେକ ଶାଖାରେ ତିନୋଟି କରି ଫୁଲ ରହିଲା। ଏହି ଫୁଲଗୁଡ଼ିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର କଳିକା ଓ ପୁଷ୍ପ, ଏହିପରି ଛଅଟି ଶାଖାରେ ରହିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।

Viz kapitola kopírovat




ଯାତ୍ରା ପୁସ୍ତକ 37:19

Následuj nás:

Reklamy


Reklamy