ଯାତ୍ରା ପୁସ୍ତକ 37:22 - ପବିତ୍ର ବାଇବଲ22 ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣରେ ତିଆରି ହେଲା। ସମସ୍ତ ପିଟା ସୁନା କର୍ମରେ ନିର୍ମିତ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା। Viz kapitolaଓଡିଆ ବାଇବେଲ22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା। Viz kapitola |