ଯାତ୍ରା ପୁସ୍ତକ 37:23 - ପବିତ୍ର ବାଇବଲ23 ସେ ସେଥିପାଇଁ ସାତୋଟି ପ୍ରଦୀପ ଓ ଚିମୁଟା ଓ ଅଙ୍ଗାର ଧାନ ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। Viz kapitola |