ଯାତ୍ରା ପୁସ୍ତକ 37:6 - ପବିତ୍ର ବାଇବଲ6 ଏହା ପରେ ବତ୍ସଲେଲ ଏକ ଶୁଦ୍ଧ ସୁବର୍ଣ୍ଣର ଗୋଟିଏ ଆଚ୍ଛାଦକ ତିଆରି କଲେ। ତା'ର ଲମ୍ବ ଅଢ଼େଇ ହାତ ଓ ପ୍ରସ୍ଥ ଦେଢ଼ ହାତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ। Viz kapitola |