ଯାତ୍ରା ପୁସ୍ତକ 37:8 - ପବିତ୍ର ବାଇବଲ8 ତହିଁର ଏକ ମୁଣ୍ଡରେ ଏକ କିରୂବ, ଅନ୍ୟ ମୁଣ୍ଡରେ ମଧ୍ୟ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁର ଏକ ମୁଣ୍ତରେ ଏକ କିରୂବ ଓ ଅନ୍ୟ ମୁଣ୍ତରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ତରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitolaଓଡିଆ ବାଇବେଲ8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। Viz kapitola |