ଯାତ୍ରା ପୁସ୍ତକ 37:9 - ପବିତ୍ର ବାଇବଲ9 କିରୂବମାନଙ୍କର ପକ୍ଷ ଉର୍ଦ୍ଧକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆଚ୍ଛାଦନ କଲା। ଏବଂ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହୋଇ ରହିଲା। ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି କିରୂବମାନଙ୍କର ପକ୍ଷ ଊର୍ଦ୍ଧ୍ଵବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitolaଓଡିଆ ବାଇବେଲ9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। Viz kapitola |