Online Bible

- Reklamy -




ଯାତ୍ରା ପୁସ୍ତକ 38:11 - ପବିତ୍ର ବାଇବଲ

11 ଉତ୍ତର ଦିଗର ପରଦା ଶହେ ହାତ ତାହାର କୋଡ଼ିଏଟି ସ୍ତମ୍ଭ କୋଡ଼ିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଉତ୍ତର ଦିଗର ପରଦା ଏକଶତ ହସ୍ତ, ପୁଣି ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କଡ଼ା ଛୁଞ୍ଚିଆ ରୂପାର ଥିଲା।

Viz kapitola kopírovat

ଓଡିଆ ବାଇବେଲ

11 ଉତ୍ତର ଦିଗର ପରଦା ଏକଶତ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।

Viz kapitola kopírovat




ଯାତ୍ରା ପୁସ୍ତକ 38:11

Následuj nás:

Reklamy


Reklamy