Online Bible

- Reklamy -




ଯାତ୍ରା ପୁସ୍ତକ 38:17 - ପବିତ୍ର ବାଇବଲ

17 ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡ଼ା ଛଡ଼ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପାରେ ଛାଉଣି ହୋଇଥିଲା। ଏବଂ ଅଗଣାର ଖମ୍ବର ଛଡ଼ସବୁ ରୂପାରେ ତିଆରି ହୋଇଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର; ତହିଁର ମୁଣ୍ତାଳି ରୌପ୍ୟମଣ୍ତିତ; ପୁଣି ରୂପା-ଛୁଞ୍ଚିଆରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।

Viz kapitola kopírovat




ଯାତ୍ରା ପୁସ୍ତକ 38:17

Následuj nás:

Reklamy


Reklamy