Online Bible

- Reklamy -




ଯାତ୍ରା ପୁସ୍ତକ 38:19 - ପବିତ୍ର ବାଇବଲ

19 ତହିଁରେ ପିତ୍ତଳର ଗ୍ଭରିଟି ସ୍ତମ୍ଭ, ଗ୍ଭରିଟି ଚୁଙ୍ଗୀ ରୂପାର ଆଙ୍କଡ଼ା ତା'ର ମୁଣ୍ଡାଳି ରୂପାରେ ଛାଉଣି ହୋଇଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ତହିଁର ପିତ୍ତଳର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ଓ ରୂପାର ଆଙ୍କଡ଼ା ଓ ତହିଁର ମୁଣ୍ତାଳି ରୌପ୍ୟମଣ୍ତିତ ଓ ଛୁଞ୍ଚିଆ ରୂପାର ଥିଲା।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।

Viz kapitola kopírovat




ଯାତ୍ରା ପୁସ୍ତକ 38:19

Následuj nás:

Reklamy


Reklamy