ଯାତ୍ରା ପୁସ୍ତକ 38:21 - ପବିତ୍ର ବାଇବଲ21 ମୋଶା ଲେବୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁରେ ବ୍ୟବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାୟିତ୍ୱ ନେଇଥିଲେ ଯାଜକ ହାରୋଣର ପୁତ୍ର ଇଥାମ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ଵାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁସମୂହର ଏହି ଗଣନା କରାଗଲା। Viz kapitolaଓଡିଆ ବାଇବେଲ21 ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା। Viz kapitola |