ଯାତ୍ରା ପୁସ୍ତକ 38:24 - ପବିତ୍ର ବାଇବଲ24 ଅଣତିରିଶ୍ ତାଳନ୍ତ ଓ 730 ଶେକଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ୱାରା ମପାଯାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ଵର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ମହଣ ସାତଶହ ତିରିଶ ଶେକଲ ଥିଲା। Viz kapitolaଓଡିଆ ବାଇବେଲ24 ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ତାଳନ୍ତ ସାତଶହ ତିରିଶ ଶେକଲ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା। Viz kapitola |