Online Bible

- Reklamy -




ଯାତ୍ରା ପୁସ୍ତକ 38:28 - ପବିତ୍ର ବାଇବଲ

28 ସେମାନେ ଆଙ୍କଡ଼ା, ଛଡ଼ ଏବଂ ଖମ୍ବଗୁଡ଼ିକର ଅଗ୍ରଭାଗକୁ 1,775 ଶେକଲ ରୂପାରେ ଆଚ୍ଛାଦନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ସେହି ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ତାଳି ମଣ୍ତିତ ଓ ଛୁଞ୍ଚିଆରେ ସଂଯୁକ୍ତ କଲେ।

Viz kapitola kopírovat

ଓଡିଆ ବାଇବେଲ

28 ପୁଣି, ସେହି ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 38:28

Následuj nás:

Reklamy


Reklamy