ଯାତ୍ରା ପୁସ୍ତକ 38:31 - ପବିତ୍ର ବାଇବଲ31 ପ୍ରାଙ୍ଗଣର ଚତୁର୍ପାର୍ଶ୍ୱର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ୱାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରାଙ୍ଗଣର ଖିଲ ସବୁ ସେହି କଂସାରେ ନିର୍ମିତ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ଵାରର ଚୁଙ୍ଗୀ ଓ ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖ ସକଳ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ31 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ। Viz kapitola |