Online Bible

- Reklamy -




ଯାତ୍ରା ପୁସ୍ତକ 38:7 - ପବିତ୍ର ବାଇବଲ

7 ବେଦିଟିକୁ ବହିବା ପାଇଁ ସେ ଯଜ୍ଞବେଦି ପାର୍ଶ୍ୱରେ ଥିବା କଡ଼ା ମଧ୍ୟରେ ସାଙ୍ଗୀକୁ ପୁରାଇଲେ। ସେ ଯଜ୍ଞବେଦିଟିକୁ ଖାଲି ସିନ୍ଦୁକ ପରି ପଟାରେ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ବେଦି ବହନାର୍ଥେ ତହିଁର ପାର୍ଶ୍ଵ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।

Viz kapitola kopírovat

ଓଡିଆ ବାଇବେଲ

7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 38:7

Následuj nás:

Reklamy


Reklamy