ଯାତ୍ରା ପୁସ୍ତକ 39:1 - ପବିତ୍ର ବାଇବଲ1 କୁଶଳୀ କର୍ମୀମାନେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ସୂତାଦ୍ୱାରା ସେମାନେ ସ୍ୱତନ୍ତ୍ର ଧରଣର ପୋଷାକ ତିଆରି କଲେ। ସେହି ବିଶେଷ ପୋଷାକ ଯାଜକମାନେ ଯେତେବେଳେ ସଦାପ୍ରଭୁଙ୍କର କର୍ମ କରିବେ, ସେମାନେ ସେହି ସମୟରେ ପିନ୍ଧିବେ। ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଦେଇଥିବା ଆଜ୍ଞା ଅନୁସାରେ ହାରୋଣ ପାଇଁ ସେହି ପବିତ୍ର ବସ୍ତ୍ର ତିଆରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ଵାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ। Viz kapitola |