ଯାତ୍ରା ପୁସ୍ତକ 39:17 - ପବିତ୍ର ବାଇବଲ17 ସେମାନେ ବିଗ୍ଭରାର୍ଥକ ବୁକୁପଟାର ଶେଷ ଭାଗରେ ଦୁଇଟି ସୁବର୍ଣ୍ଣର ଦୁଇଟି କଡ଼ା ପାଇଁ ଦୁଇଟି ସୁବର୍ଣ୍ଣର ଜଞ୍ଜିର ତିଆରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ଵର୍ଣ୍ଣ ଜଞ୍ଜିର ଲଗାଇଲେ। Viz kapitolaଓଡିଆ ବାଇବେଲ17 ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ। Viz kapitola |