ଯାତ୍ରା ପୁସ୍ତକ 39:18 - ପବିତ୍ର ବାଇବଲ18 ମୋଟା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଦପଟି ଉପରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ। Viz kapitolaଓଡିଆ ବାଇବେଲ18 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ। Viz kapitola |