ଯାତ୍ରା ପୁସ୍ତକ 39:22 - ପବିତ୍ର ବାଇବଲ22 ଏହା ପରେ ସେମାନେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ବସ୍ତ୍ରରେ ଏଫୋଦର ଗ୍ଭେଗା କଲେ। ଏହା ଏକ କୁଶଳୀ କର୍ମୀ ଦ୍ୱାରା ବୁଣାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ। Viz kapitola |