Online Bible

- Reklamy -




ଯାତ୍ରା ପୁସ୍ତକ 39:29 - ପବିତ୍ର ବାଇବଲ

29 ସେମାନେ ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତ୍ରରେ ଝାଲେରି କାର୍ଯ୍ୟ ଦ୍ୱାରା ଏକ କଟିବନ୍ଧନ ପ୍ରସ୍ତୁତ କଲେ। ସଦାପ୍ରଭୁଙ୍କର ମୋଶାଙ୍କ ପ୍ରତି ଆଜ୍ଞାନୁସାରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆଉ ବଳା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।

Viz kapitola kopírovat

ଓଡିଆ ବାଇବେଲ

29 ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 39:29

Následuj nás:

Reklamy


Reklamy