ଯାତ୍ରା ପୁସ୍ତକ 39:42 - ପବିତ୍ର ବାଇବଲ42 ଇସ୍ରାଏଲର ଲୋକମାନେ ଏହିପରି କାର୍ଯ୍ୟମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)42 ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ। Viz kapitolaଓଡିଆ ବାଇବେଲ42 ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ। Viz kapitola |