ଯାତ୍ରା ପୁସ୍ତକ 4:17 - ପବିତ୍ର ବାଇବଲ17 ତେଣୁ ତୁମ୍ଭେ ଯାଅ ଓ ତୁମ୍ଭର ଆଶାବାଡ଼ିଟିକୁ ସାଙ୍ଗରେ ନେଇଯାଅ। ତୁମ୍ଭେ ଅଦ୍ଭୂତ କାର୍ଯ୍ୟ କରିବାକୁ ଏହି ଆଶାବାଡ଼ି ବ୍ୟବହାର କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ଵାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ। ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ Viz kapitolaଓଡିଆ ବାଇବେଲ17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।” Viz kapitola |