ଯାତ୍ରା ପୁସ୍ତକ 4:23 - ପବିତ୍ର ବାଇବଲ23 ସଦାପ୍ରଭୁ କହନ୍ତି, ‘ଇସ୍ରାଏଲ ହେଉଛି ମୋର ପ୍ରଥମଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭେ ମୋର ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳରେ ସେମାନେ ମୋର ଉପାସନା କରିବେ। ଯଦି ତୁମ୍ଭେ ସେମାନଙ୍କୁ ଯିବା ପାଇଁ ନ ଦିଅ, ତେବେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ୟା କରିବି।’” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା। Viz kapitolaଓଡିଆ ବାଇବେଲ23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’” Viz kapitola |