Online Bible

- Reklamy -




ଯାତ୍ରା ପୁସ୍ତକ 4:25 - ପବିତ୍ର ବାଇବଲ

25 କିନ୍ତୁ ସି‌ପ୍‌ପୋରା ଏକ ତି‌କ୍ଷ୍‌ଣ ଅସ୍ତ୍ର ଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସେହି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ମୋହର ରକ୍ତ ରଂଜିତ ସ୍ୱାମୀ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, ତୁମ୍ଭେ ନିତା; ମୋହର ରକ୍ତପ୍ରିୟ ବର।

Viz kapitola kopírovat

ଓଡିଆ ବାଇବେଲ

25 ସେତେବେଳେ ସିପ୍‍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”

Viz kapitola kopírovat




ଯାତ୍ରା ପୁସ୍ତକ 4:25

Následuj nás:

Reklamy


Reklamy