ଯାତ୍ରା ପୁସ୍ତକ 4:31 - ପବିତ୍ର ବାଇବଲ31 ଲୋକମାନେ ମଧ୍ୟ ବିଶ୍ୱାସ କଲେ ଯେ ପରମେଶ୍ୱର ମୋଶାଙ୍କୁ ପଠାଇଛନ୍ତି। ଯେତେବେଳେ ଇସ୍ରାଏଲୀୟମାନେ ଶୁଣିଲେ ଯେ, ପରମେଶ୍ୱର ସେମାନଙ୍କର ଅସୁବିଧା ଦେଖିଛନ୍ତି ଏବଂ ସେମାନଙ୍କ ପାଇଁ ଦୁଃଖ କଲେ। ସେମାନେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ତହିଁରେ ଲୋକମାନେ ପ୍ରତ୍ୟୟ କଲେ, ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ଵାବଧାନ କରିସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ବୁଝି ସେମାନେ ତାହାଙ୍କୁ ପ୍ରଣାମ କରି ଭଜନା କଲେ । Viz kapitolaଓଡିଆ ବାଇବେଲ31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ। Viz kapitola |