ଯାତ୍ରା ପୁସ୍ତକ 40:16 - ପବିତ୍ର ବାଇବଲ16 ମୋଶା ସଦାପ୍ରଭୁଙ୍କ ସମସ୍ତ ନିୟମ ମାନି ତାଙ୍କର ଆଜ୍ଞା ଅନୁଯାୟୀ କାର୍ଯ୍ୟମାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ। Viz kapitolaଓଡିଆ ବାଇବେଲ16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ। Viz kapitola |